ବ୍ରହ୍ମପୁର,୨୯।୯(ହିମାଂଶୁ ଶେଖର ସାବତ):କାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନାଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶନାମା ଜାରି-ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ-ଜରୁରୀକାଳୀନ ସେବା ପ୍ରଭାବିତ ଆଶଙ୍କାରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ

